Masthead

ୱାର୍ଡ ନଂ ୬ରେ ବିଜେଡିର ବିଜୟ

ଅତାବିରା(ବଡ଼ ଖବର ବ୍ୟୁରୋ): ଅତାବିରା ଏନଏସି ନିର୍ବାଚନ ଗଣତି ଚାଲିଛି । ୱାର୍ଡ ନଂ ୬ରେ ବିଜେଡି ପ୍ରାର୍ଥୀ ପ୍ରମିଳା ପ୍ରଧାନ ବିଜୟୀ ହୋଇଛନ୍ତି । ୧୭୭ ଖଣ୍ଡ ଭୋଟରେ ବିଜେଡି ବିଜୟୀ ହୋଇଛି । ଏଠାରେ ବିଜେଡିକୁ ସର୍ବାଧିକ ୫୭୩ ଖଣ୍ଡ ଭୋଟ ମିଳିଛି । କଂଗ୍ରେସକୁ ୩୦, ବିଜେପି ୨୯୬ ଖଣ୍ଡ ଭୋଟ ମିଳିଛି । ସକାଳ ୮ରୁ ଗଣତି ଚାଲିଛି । ୪ଟି ଟେବୁଲରେ ଚାରି ରାଉଣ୍ଡ ଗଣତି ଚାଲିଛି । ଗଣତି ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ