Masthead

ହିନ୍ଦୋଳରେ ୧୬ ୱାର୍ଡରୁ ୧୧ରେ ବିଜେଡି ବିଜୟୀ

ହିନ୍ଦୋଳ(ବଡ଼ ଖବର ବ୍ୟୁରୋ): ହିନ୍ଦୋଳ ପୌର ନିର୍ବାଚନରେ ବିଜେଡି ବାଜିମାତ କରିଛି । ୧୬ଗୋଟି ୱାର୍ଡ କାଉନସିଲର ଓ ଅଧକ୍ଷ ପାଇଁ ହୋଇଥିବା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ୧୬ଗୋଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାଥୀ ଓ ୫ଟିରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ସେହିପରି ହିନ୍ଦୋଳ ପୌର ପରିଷଦର ଅଧକ୍ଷ ନିର୍ବାଚନରେ ବିଜେଡି ଚେୟାରମ୍ୟାନ ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନ ୪୨୪ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି ।

ବିଜେପିର ନିକଟତମ ପ୍ରତିଦ୍ୱନ୍ଦୀ ଶୋଭାଗିନି ପ୍ରଧାନଙ୍କୁ ୪୨୪ ଭୋଟରେ ହରାଇଛନ୍ତି ବିଜେଡି ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନ। ବିଜେଡି ୧୧ଟି ୱାର୍ଡ ଦଖଲ କରିଥିବା ବେଳେ ବିଜେପି ୫ଟି ୱାର୍ଡରେ ବିଜୟୀ ହୋଇଛି। ବିଜେଡି ଚେୟାରମ୍ୟାନ ପ୍ରାର୍ଥୀ ୪୩୪୭ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀନି ୩୯୨୩ ଖଣ୍ଡ ଭୋଟ ପାଇଛନ୍ତି । ନିର୍ବାଚନରେ ୮ହଜାର୬୪୧ ଭୋଟର ମତାଧିକାର ସାବ୍ୟସ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି