Masthead

ପ୍ରଦୀପ ପାଣିଗ୍ରାହୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ପ୍ରଦୀପ ପାଣିଗ୍ରାହୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼ । ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼ କଲେ ବିଜେଡି କର୍ମୀ । ବ୍ରହ୍ମପୁର ଯିବା ବେଳେ ପ୍ରଦୀପ ପାଣିଗ୍ରାହୀଙ୍କୁ ବାଟରେ ଅଟକାଇଛନ୍ତି ବିଜେଡି କର୍ମୀ । ୫-ଟି ସଚିବଙ୍କ କାର୍ଯ୍ୟକ୍ରମକୁ ଯିବାବେଳେ ତାଙ୍କୁ ବିରୋଧ କରାଯାଇଛି । ଗୋପାଳପୁର ବିଧାୟକ ଭାବେ ସେ କାର୍ୟ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ ।

ଏହି ସମୟରେ ଲାଞ୍ଜିପଲ୍ଲୀ NH ନିକଟରେ ତାଙ୍କୁ ବିରୋଧ କରିଥିଲେ ବିଜେଡି କର୍ମୀ । ଫଳରେ ରାସ୍ତା ଉପରେ ଦୀର୍ଘ ସମୟ ଧରି ଅଟକି ରହିଥିଲେ ବିଧାୟକ । ସେଠାରେ ବେଶ କିଛି ସମୟ ବିଜେଡି କର୍ମୀ ଓ ପ୍ରଦୀପଙ୍କ ସମର୍ଥକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଏହାର କିଛି ସମୟ ପରେ ବିଜେଡି କର୍ମୀ ତାଙ୍କ ଗାଡ଼ିକୁ ଅଣ୍ଡା ଓ ପାଣି ବୋତଲ ଆଦି ଫିଙ୍ଗିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି