ପ୍ରଦୀପ ପାଣିଗ୍ରାହୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ପ୍ରଦୀପ ପାଣିଗ୍ରାହୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼ । ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼ କଲେ ବିଜେଡି କର୍ମୀ । ବ୍ରହ୍ମପୁର ଯିବା ବେଳେ ପ୍ରଦୀପ ପାଣିଗ୍ରାହୀଙ୍କୁ ବାଟରେ ଅଟକାଇଛନ୍ତି ବିଜେଡି କର୍ମୀ । ୫-ଟି ସଚିବଙ୍କ କାର୍ଯ୍ୟକ୍ରମକୁ ଯିବାବେଳେ ତାଙ୍କୁ ବିରୋଧ କରାଯାଇଛି । ଗୋପାଳପୁର ବିଧାୟକ ଭାବେ ସେ କାର୍ୟ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ ।

ଏହି ସମୟରେ ଲାଞ୍ଜିପଲ୍ଲୀ NH ନିକଟରେ ତାଙ୍କୁ ବିରୋଧ କରିଥିଲେ ବିଜେଡି କର୍ମୀ । ଫଳରେ ରାସ୍ତା ଉପରେ ଦୀର୍ଘ ସମୟ ଧରି ଅଟକି ରହିଥିଲେ ବିଧାୟକ । ସେଠାରେ ବେଶ କିଛି ସମୟ ବିଜେଡି କର୍ମୀ ଓ ପ୍ରଦୀପଙ୍କ ସମର୍ଥକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଏହାର କିଛି ସମୟ ପରେ ବିଜେଡି କର୍ମୀ ତାଙ୍କ ଗାଡ଼ିକୁ ଅଣ୍ଡା ଓ ପାଣି ବୋତଲ ଆଦି ଫିଙ୍ଗିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ