Masthead

ବିଧାୟକଙ୍କୁ କାର୍ଯ୍ୟକ୍ରମକୁ ନାହିଁ ନିମନ୍ତ୍ରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଦୀପ ପାଣିଗ୍ରାହୀଙ୍କୁ ଅଟକାଇଲେ ବିଜେଡି କର୍ମୀ । ପ୍ରଶାସନକୁ ଖୋଲା ଚ୍ୟାଲେଞ୍ଜ ଦେଇଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ।୫-ଟି ସଚିବଙ୍କ ଗଞ୍ଜାମ ଗସ୍ତକୁ ନେଇ ହଲଚଲ୍ ଦେଖିବାକୁ ମିଳିଛି । ଗୋପାଳପୁର ବିଧାୟକଙ୍କୁ କାର୍ଯ୍ୟକ୍ରମକୁ ନିମନ୍ତ୍ରଣ ନାହିଁ ତେଣୁ ତାଙ୍କୁ ଲାଂଜିପଲ୍ଲୀ ଓଭରବ୍ରିଜରେ ପୋଲିସ ଓ ବିଜେଡି କର୍ମୀ ମାନେ ଅଟକାଇଛନ୍ତି । ତାଙ୍କୁ ନିମନ୍ତ୍ରଣ ନଥିବା ବେଳେ ଲୋକପ୍ରତିନିଧି ଭାବେ ଯିବାକୁ ବାହାରିଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ