Masthead

ଶଙ୍ଖ ମୋର ଗର୍ବ ପରେ ବିଜେଡିର ନୂଆ ଟ୍ରେଣ୍ଡ ଜୟ ଜଗନ୍ନାଥ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ଶଙ୍ଖ ମୋର ଗର୍ବ ପରେ ଏବେ ବିଜେଡିର ନୂଆ ଟ୍ରେଣ୍ଡ ଜୟ ଜଗନ୍ନାଥ । କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ପ୍ରଭୁ ଶ୍ରୀଜଗନ୍ନାଥ । ପ୍ରତିଟି ଓଡ଼ିଆର ମୁରବୀ । ସମସ୍ତ ମାଙ୍ଗଳିକ କାର୍ଯ୍ୟରେ ଓଡ଼ିଆମାନେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶିଷ ଲୋଡ଼ିଥାନ୍ତି । ବିପଦ ଆପଦରେ ସେ ହିଁ ଏକ ମାତ୍ର ସାହା ଭରଷା । ଓଡ଼ିଆଙ୍କ ଭାବାବେଗ ସହ ଶ୍ରୀଜଗନ୍ନାଥ ଓ ଜଗନ୍ନାଥ ସଂସ୍କୃତି ଜଡ଼ିତ । ଏହାର ଫାଇଦା ଉଠାଇବ ବିଜେଡି । ମନ୍ତ୍ରୀ ହୁଅନ୍ତୁ ବା ବିଧାୟକ, ପର୍ଯ୍ୟବେକ୍ଷକ ବା ଦଳର କାର୍ଯ୍ୟକର୍ତ୍ତା ପୂର୍ବରୁ କହୁଥିଲେ ଶଙ୍ଖ ମୋର ଗର୍ବ । ଏବେ କହୁଛନ୍ତି ଜୟ ଜଗନ୍ନାଥ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼