Masthead

ହାଣ୍ଡି ଚୁଲା ଧରି ରାଜଭବନ ଆଗରେ ବିଜେଡିର ବିକ୍ଷୋଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ । ଦଳର ଅନେକ ବିଧାୟକ ଓ ନେତାନେତ୍ରୀମାନେ ଧାରଣା ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ଗର୍ଜନ କରୁଛନ୍ତି । କେନ୍ଦ୍ର ସରକାର ଦର ଦାମ ବୃଦ୍ଧି କରୁଛନ୍ତି । ଦରଦାମ ୨୦୧୪ ରେ ଯାହା ଥିଲା ଏବେ ତାହା ୩ ଗୁଣା ବଢିଛି ବୋଲି କହିଛି ଦଳ । ଉଜ୍ଜଳା ଯୋଜନାରେ ମିଳିଥିବା ଗ୍ୟାସ ସିଲିଣ୍ଡର ରିଫିଲିଂ ହେଉନି । ଗ୍ୟାସ ଦର ବୃଦ୍ଧି କମାଇବା ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେଲା ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ