Masthead

ନିର୍ବାଚନ ପୂର୍ବରୁ ବିରୋଧୀ ଅଭିଯୋଗ କରିବେ: ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୦୮ ପୃଷ୍ଠା ଚାର୍ଜସିଟ କରିବ ବିଜେପି ।ଚାର୍ଜସିଟରେ ସରକାରଙ୍କ ବିଫଳତା, ଦୁର୍ନୀତିରେ ଲିପ୍ତ ପ୍ରସଙ୍ଗ ରହିବ । କୋଇଲାରୁ ଲୁହା ଦୁର୍ନୀତି, ରତ୍ନଭଣ୍ଡାର ଚାବି ପ୍ରସଙ୍ଗ ମଧ୍ୟ ରହିବ ।ବିଜେପିର ଚାର୍ଜସିଟ ଦାଖଲ ନେଇ ବିଜେଡିର ପ୍ରତିକ୍ରିୟା ମଧ୍ୟ ଆସିଛି । ଆଗକୁ ନିର୍ବାଚନ ଅଛି । ବିରୋଧୀ ଦଳ ଏଭଳି ଅଭିଯୋଗ କରିବେ । ନିର୍ବାଚନ ଆଗରୁ ଯେଉଁମାନେ ଲୋକଙ୍କ ପାଖକୁ ଯାଉନଥିଲେ ସେମାନେତ କିଛି ପ୍ରସଙ୍ଗ ନେଇ ଯିବେ କହିଛି ବିଜେଡି । ତେଣୁ ଚାର୍ଜସିଟକୁ ଆଳ କରି ଯିବାକୁ ଯୋଜନା କରିଛନ୍ତି ବିରୋଧୀ । କେବଳ ନିର୍ବାଚନୀ ମାହୋଲ ବନାଇବା ପାଇଁ ପ୍ରୟାସ କରୁଛନ୍ତି ବୋଲି ବିଜେଡି କହିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ