Masthead

ନରସିଂହ ଭାଇ ଆମ ଦଳ କଥାରେ କାହିଁକି ଏତେ ମୁଣ୍ଡ ଖେଳାଉଛନ୍ତି ;ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ସୌମ୍ୟଙ୍କ ବହିଷ୍କାର ଉପରେ ବୟାନ ରଖିଲେ ବିଜେଡି ନେତା ତଥା କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । କହିଛନ୍ତି ‘ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ଦଳର ସର୍ବେସର୍ବା । ତାଙ୍କ ନିଷ୍ପତ୍ତି ଆମ ପାଇଁ ଆଦେଶ । ସେଥିରେ କାହାର କିଛି କହିବାର ନାହିଁ । ନରସିଂହ ଭାଇ କେଉଁ ଦଳରେ ଅଛନ୍ତି । ସେ ନିଜ ଦଳ କଥା ବୁଝନ୍ତୁ । ଆମ ଦଳ କଥାରେ ସେ କାହିଁକି ଏତେ ମୁଣ୍ଡ ଖେଳାଉଛନ୍ତି । ସେ ନିଜ ଦଳର ଶୃଙ୍ଖଳା କଥା ବୁଝନ୍ତୁ । ଆମ ଦଳରେ ମୁଣ୍ଡ ଖେଳାଇବା ତାଙ୍କର ଦରକାର ନାହିଁ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଉପରେ ଯୁକ୍ତିତର୍କ ହେବା ଅନୁଚିତ ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ