Masthead

ତ୍ରିପୁରାରେ ବିଜେପି ଆଗରେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ତ୍ରିପୁରାରେ ପୁଣି ବିଜେପିକୁ ମିଳିବାକୁ ଯାଉଛି ବହୁମତ । ବିଧାନସଭା ନିର୍ବାଚନର ଭୋଟ ଗଣତିରେ ତ୍ରିପୁରାରେ ପୁଣି ଭାଜପାକୁ ବହୁମତ ମିଳିବାକୁ ଯାଉଛି। ରାଜ୍ୟରେ ଭାଜପା ୩୭ଟି ଆସନରେ ଆଗୁଆ ରହିଥିବାବେଳେ ବାମ ଦଳ ୧୪, ଟିଏମସି ୧୧ ଆସନରେ ଆଗୁଆ ରହିଛି। ରାଜ୍ୟରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୩୧ ରହିଥିବାବେଳେ ଭାଜପା ଏହାକୁ ସହଜରେ ହାତେଇ ନେବାକୁ ଯାଉଛି। ତ୍ରିପୁରା, ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ଭୋଟ ଗଣତି । ଏଥିସହ ୪ଟି ରାଜ୍ୟର ୫ଟି ବିଧାନସଭା ଆସନର ଉପନିର୍ବାଚନ ପାଇଁ ମଧ୍ୟ ଗଣତି ଚାଲିଛି । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା