Masthead

“ବିଜେପିର ଅଭିଯୋଗ ମୃତ୍ୟୁ ପଛରେ ପୂର୍ବତନ ମନ୍ତ୍ରୀ”

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ଦାବି କଲା ବିଜେପି । ଶରତ ନାୟକ ଥିଲେ ବିଧାୟକ ପ୍ରତାପ ଜେନାଙ୍କର ଏକାନ୍ତ ସହଯୋଗୀ । ପୋଲିସକୁ ଲଗାଇ ଘଟଣାକୁ ଚାପି ଦେବା ପାଇଁ ଷଡ଼ଯନ୍ତ୍ର ରଚିଥିଲେ ପ୍ରତାପ ଜେନା। ଶରତଙ୍କୁ ନିଲମ୍ବିତ କରାଯାଇଛି ହେଲେ ପୋଷ୍ଟମର୍ଟମ ନକରି 2 ମାସ ନିଷ୍କ୍ରିୟ ତଦନ୍ତ ପାଇଁ ପୋଲିସ ଉପରେ କାହିଁକି କାର୍ଯ୍ୟାନୁଷ୍ଠାନ ହୋଇନି ବୋଲି ପ୍ରଶ୍ନ ଉଠାଇଛି ବିଜେପି । 2 ମାସରୁ ଅଧିକ ସମୟ ବିତି ଯାଇଥିଲେ ବି ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ କାହିଁକି ନେଇନାହିଁ ? ଡ଼ିଜିଙ୍କୁ ଭେଟି ଭାଇରାଲ୍ ଅଡିଓ ଶୁଣାଇ କର୍ଯ୍ୟନୁଷ୍ଠାନ ପାଇଁ ଦାବି କରିଥିଲା ବିଜେପି । ଡ଼ିଜି ତଦନ୍ତ ଆରମ୍ଭ କରିଛନ୍ତି । ଶରତଙ୍କୁ ବିଜେଡ଼ି ଦଳରୁ ନିଲମ୍ବିତ କରିଛି । ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ଦାବି କରିଛି ବିଜେପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ