Masthead

“ବିଜେପିର ଅଭିଯୋଗ ମୃତ୍ୟୁ ପଛରେ ପୂର୍ବତନ ମନ୍ତ୍ରୀ”

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ଦାବି କଲା ବିଜେପି । ଶରତ ନାୟକ ଥିଲେ ବିଧାୟକ ପ୍ରତାପ ଜେନାଙ୍କର ଏକାନ୍ତ ସହଯୋଗୀ । ପୋଲିସକୁ ଲଗାଇ ଘଟଣାକୁ ଚାପି ଦେବା ପାଇଁ ଷଡ଼ଯନ୍ତ୍ର ରଚିଥିଲେ ପ୍ରତାପ ଜେନା। ଶରତଙ୍କୁ ନିଲମ୍ବିତ କରାଯାଇଛି ହେଲେ ପୋଷ୍ଟମର୍ଟମ ନକରି 2 ମାସ ନିଷ୍କ୍ରିୟ ତଦନ୍ତ ପାଇଁ ପୋଲିସ ଉପରେ କାହିଁକି କାର୍ଯ୍ୟାନୁଷ୍ଠାନ ହୋଇନି ବୋଲି ପ୍ରଶ୍ନ ଉଠାଇଛି ବିଜେପି । 2 ମାସରୁ ଅଧିକ ସମୟ ବିତି ଯାଇଥିଲେ ବି ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ କାହିଁକି ନେଇନାହିଁ ? ଡ଼ିଜିଙ୍କୁ ଭେଟି ଭାଇରାଲ୍ ଅଡିଓ ଶୁଣାଇ କର୍ଯ୍ୟନୁଷ୍ଠାନ ପାଇଁ ଦାବି କରିଥିଲା ବିଜେପି । ଡ଼ିଜି ତଦନ୍ତ ଆରମ୍ଭ କରିଛନ୍ତି । ଶରତଙ୍କୁ ବିଜେଡ଼ି ଦଳରୁ ନିଲମ୍ବିତ କରିଛି । ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ଦାବି କରିଛି ବିଜେପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ