Masthead

ଓଡ଼ିଶାରେ ବିଜେପି ଓ କଂଗ୍ରେସ ଦେଖାଇବେ ଦମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଗଡ଼ ଓଡ଼ିଶାରେ ବିଜେପି ଓ କଂଗ୍ରେସ ଦେଖାଇବେ ଦମ୍ । କରିବେ ଶକ୍ତି ପ୍ରଦର୍ଶନ । ରାଜ୍ୟ ସରକାରଙ୍କ ବିରୋଧରେ ଦେବେ ରଣହୁଙ୍କାର । ଆସିବେ ପିଏମ୍ ମୋଦି ଓ ରାହୁଲ ଗାନ୍ଧୀ । ବିଜେପି ୯ବର୍ଷର ଶାସନର ସଫଳତା ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରଚାର ପ୍ରସାରକୁ ଜୋରଦାର କରିବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।

ତେଣେ କଂଗ୍ରେସ ବିଜେଡି ଓ ବିଜେଡିର କୁଶାସନ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇ ୨୦୨୪ ରେ କଂଗ୍ରେସକୁ କିପରି ଲୋକେ ଆପଣେଇବେ କରିବ ଜୋରଦାର ସଭା । ତେଣେ ବିଜେଡି କହିଛି ଏହାର ପ୍ରଭାବ ଲୋକଙ୍କ ଉପରେ କିଛି ପଡିବନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ