Masthead

ମନ୍ତ୍ରୀ ଟୁକୁନିି ସାହୁଙ୍କୁ ଘେରିଲେ ବିଜେପି ଓ କଂଗ୍ରେସ କର୍ମୀ

କୁଚିଣ୍ଡା (ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ଟୁକୁନି ସାହୁଙ୍କୁ ଘେରିଲେ ବିଜେପି ଓ କଂଗ୍ରେସ କର୍ମୀ। ମନ୍ତ୍ରୀଙ୍କୁ ସୁରକ୍ଷା ପାଇଁ ପୋଲିସ ଫୋର୍ସ ମୁତୟନ। ପ୍ରତିବାଦ ଯୋଗୁଁ ମନ୍ତ୍ରୀ ହେଲେ ହଟହଟା। ମୁଖ୍ୟ ଗେଟ ସମ୍ମୁଖରେ ବିକ୍ଷୋଭ ଜାରି। ଆନ୍ଦୋଳରେ ରାଜ୍ୟ ସାଧାରଣ ସମ୍ପାଦକ ରବିନାରାୟଣ ନାଏକ, ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ, ପୂର୍ବତନ ବିଧାୟକ ରାଜେନ୍ଦ୍ର ଛତ୍ରୀଆ ସମେତ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ।

ଗତକାଲି ମୁଖ୍ୟମନ୍ତ୍ରୀଙ୍କ କୁଚିଣ୍ଡା ଗସ୍ତବେଳେ ବିଜେପି କର୍ମୀ ଓ କଂଗ୍ରେସ କର୍ମୀଙ୍କୁ ବିଜେଡି କର୍ମୀ ମାଡ଼ ମାରିବା ଅଭିଯୋଗ ହୋଇଥିଲା। ଏହାର ପ୍ରତିବାଦ କରି ଆଜି କଂଗ୍ରେସ ଓ ବିଜେପି କର୍ମୀମାନେ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଘେରିଛନ୍ତି । କେବଳ ସେତିକି ନୁହେଁ, ସେମାନେ ପଥର ଓ ବୋତଲ ବି ଫିଙ୍ଗିଥିଲେ । ସବୁ ଦେଖି ବି ନୀରବ ଦ୍ରଷ୍ଟା ସାଜିଥିଲା ପୋଲିସ ପ୍ରଶାସନ ବୋଲି ଅଭିଯୋଗ ଆଣିଛନ୍ତି ବିଜେପି ସାଧାରଣ ସଂପାଦକ ରବି ନାଏକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା