Masthead

ଆସିଲା ବିଜେପିର ବିଧାୟକ ପ୍ରାର୍ଥୀ ତାଲିକା, ରାଉରକେଲରୁ ପ୍ରାର୍ଥୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସିଲା ବିଜେପିର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି।

ରାଉରକେଲା- ଦିଲ୍ଲୀପ ରାୟ

ପାଟଣା- ଅଖିଲ ଚନ୍ଦ୍ର ନାୟକ

ସାରସକଣା- ଭାଦବ ହାଁସଦା

ରାଇରଙ୍ଗପୁର- ଜୋଲେନ ବରଦା

ବାଙ୍ଗିରିପୋଷି- ସଞ୍ଜଳୀ ମୁର୍ମୁ

କରଞ୍ଜିଆ-ପଦ୍ମଚରଣ ହାଇବ୍ରୁ

ଲକ୍ଷ୍ମୀପୁର- କୈଳାଶ କୁଲେସିକା

କୋଟପାଡ- ରୁପୁ ଭତ୍ରା

ପଟାଙ୍ଗୀ- ଚୈତନ୍ୟ ନନ୍ଦିବାଲି

ଚିତ୍ରକୋଣ୍ଡା- ଡମ୍ବରୁ ଶିଶା

ଜଗତସିଂପୁର-ଅମରେନ୍ଦ୍ର ଦାଶ

ବାଲିକୁଦା-ଏରସମା-  ସତ୍ୟସାରଥି ମହାନ୍ତି

ଝରିଗାଁ -ନରସିଂହ ଭତ୍ରା

ମୋହନା- ପ୍ରଶାନ୍ତ ମଲ୍ଲିକ

ବିଷମକଟକ- ଜଗନ୍ନାଥ ନୁଣ୍ଡ୍ରୁକା

ରାୟଗଡ଼ା- ବସନ୍ତ ଉଲାକା

ଡାବୁଗାଁ- ସୋମନାଥ ପୂଜାରୀ

ରାଜନଗର- ଲଳିତ ବେହେରା

କାକଟପୁର- ବାଇଧର ମଲ୍ଲିକ

ରଣପୁର- ସୁରମା ପାଢ଼ୀ

ସାନଖେମୁଣ୍ଡି- ଉତ୍ତମ କୁମାର ପାଣିଗ୍ରାହୀ

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି