Masthead

ଓଡ଼ିଶା ପାଇଁ ବିଜେପି ଯୋଦ୍ଧା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘୋଷଣା ହୋଇଛି ବିଜେପିର ଓଡ଼ିଶା ଲୋକସଭା ପ୍ରାର୍ଥୀଙ୍କ ତାଲିକା । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୧୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି । ବିରୋଧୀ ବିଜେଡି ଓ କଂଗ୍ରେସର ପୂର୍ବରୁ ବିଜେପି ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଓଡ଼ିଶାର ଲୋକସଭା ଆସନଗୁଡିକ ପାଇଁ ବିଜେପି ତରଫରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି ।

ବରଗଡ ପାଇଁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ ପାଇଁ ଜୁଏଲ ଓରାମ, ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦୁଝର ପାଇଁ ଅନନ୍ତ ନାୟକ, ମୟୁରଭଞ୍ଜ ପାଇଁ ନବ ଚରଣ ମାଝୀ, ବାଲେଶ୍ୱର ପାଇଁ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ଭଦ୍ରକ ପାଇଁ ଅଭିମନ୍ୟୁ ସେଠୀ, ଢେଙ୍କାନାଳ ପାଇଁ ରୁଦ୍ରନାରାୟଣ ପାଣି, ବଲାଙ୍ଗୀର ପାଇଁ ସଂଗୀତା ସିଂଦେଓ, କଳାହାଣ୍ଡି ପାଇଁ ମାଳବିକା କେଶୋରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, କେନ୍ଦ୍ରାପଡା ପାଇଁ ବୈଜୟନ୍ତ ପଣ୍ଡା, ଜଗତସିଂହପୁର ପାଇଁ ବିଭୂପ୍ରସାଦ ତରାଇ, ପୁରୀ ପାଇଁ ସମ୍ବିତ ପାତ୍ର, ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀ, ଆସ୍କାରୁ ଅନିତା ଶୁଭଦର୍ଶନୀ, ବ୍ରହ୍ମପୁରରୁ ପ୍ରଦୀପ କୁମାର ପାଣିଗ୍ରାହୀ ଓ କୋରାପୁଟ ଆସନ ପାଇଁ କାଲେରାମ ମାଝୀଙ୍କୁ ବିଜେପି ପ୍ରାର୍ଥୀ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ