Before Header

୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

0 800

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ଘସିପୁରାରୁ ଶମ୍ବୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର ରଣ ବିଜୁଳିଙ୍କୁ ବିଜେପି ଟିକେଟ୍‌ ଦେଇଛି।

Leave A Reply

Your email address will not be published.