Masthead

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହରିୟାଣା ନିର୍ବାଚନ ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି କରିବା ସହିତ ୪ ରାଜ୍ୟ ପାଇଁ ପ୍ରଭାରୀ,ସହପ୍ରଭାରୀ ନିଯୁକ୍ତ କରିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ । ଧର୍ମେନ୍ଦ୍ର ପ୍ରଧାନଙ୍କୁ ହରିଆଣା ନିର୍ବାଚନ ପ୍ରଭାରୀ ଦାୟିତ୍ୱ ମିଳିଛି। ବିପ୍ଲବ କୁମାର ଦେବ ହରିୟାଣା ସହପ୍ରଭାରୀ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ମହାରାଷ୍ଟ୍ର ପାଇଁ ନିର୍ବାଚନ ପ୍ରଭାରୀ ତଥା ସହପ୍ରଭାରୀ ଭାବରେ ଭୁପେନ୍ଦ୍ର ଯାଦବ ଏବଂ ଅଶ୍ୱିନୀ ବୈଷ୍ଣବଙ୍କୁ ଦାୟିତ୍ୱ ଦେଇଛି। ସେହିପରି ଝାଡ଼ଖଣ୍ଡ ପାଇଁ ଶିବରାଜ ସିଂହ ଚୌହାନଙ୍କୁ ନିର୍ବାଚନ ପ୍ରଭାରୀ ଏବଂ ହିମନ୍ତ ବିସ୍ୱଶର୍ମାଙ୍କୁ ସହପ୍ରଭାରୀ ନିଯୁକ୍ତ କରାଯାଇଛି। ଏହାସହିତ ଜମ୍ମୁ ଏବଂ କଶ୍ମୀର ପାଇଁ ଜି. କିଷାନ ରେଡ୍ଡୀଙ୍କୁ ନିର୍ବାଚନୀ ପ୍ରଭାରୀ ନିଯୁକ୍ତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ