Masthead

ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ହୋଇଯିବ: ତାରା ପ୍ରସାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅମିତ ଶାହ ଆସିବାକୁ ମନା ନାହିଁ । କିନ୍ତୁ ସେ ନବୀନ ପଟ୍ଟନାୟକଙ୍କୁ ବଧେଇ ଦେବାକୁ ଆସୁଛନ୍ତି । ଯେଉଁଭଳି ଦିଲ୍ଲୀ ବିଲକୁ ବିଜେଡି ସମର୍ଥନ ଆଉ ଅନାସ୍ଥାକୁ ବିରୋଧ କଲା ସେଥିପାଇଁ ସେ ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବାକୁ ଆସୁଛନ୍ତି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ସେ କହିଛନ୍ତି ଏହା ଦ୍ୱାରା ବିଜେପିର ୨୦ ପ୍ରତିଶତ ଭୋଟ ବ୍ୟାଙ୍କ କମିଯିବ । ଯେଉଁଟା କି କଂଗ୍ରେସ ଓ ବିଜେଡିକୁ ଯିବ ।

ମୋତେ ଲାଗୁଛି ନିର୍ବାଚନ ପାଇଁ ଅମିତ ଶାହ ସେଟିଂ କରିବାକୁ ଆସୁଛନ୍ତି । ବିଜେଡି-ବିଜେପି ଭିତରେ ମେଣ୍ଟ ହୋଇଯିବ । ଇଣ୍ଡିଆ ଗଠନ ପରେ ବିଜେପି ଓ ବିଜେଡି ଉଭୟ ଡରି ଯାଇଛନ୍ତି । ବିଶେଷ କରି ବିଜେପି ଅଧିକ ଭୟଭୀତ । ତେଣୁ ଅମିତ ଶାହ ଚାରିଆଡେ ବୁଲି କି ସେଟିଂ କରୁଛନ୍ତି । ଆଉ ଏପଟେ ସେମାନେ କହିବା ଆଗରୁ ନବୀନ ଇଡି ଆଉ ସିବିଆଇ ଭୟରେ ସମର୍ଥନ ଦେବାରେ ବ୍ୟସ୍ତ । ତେଣୁ ଲାଗୁଚି ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ହୋଇଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର