Masthead

ପିଜିଆଇ ରିପୋର୍ଟ ପରେ ରାଜନୀତିରେ ଝଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପିଜିଆଇ ରିପୋର୍ଟ ଖୋଲିଦେଇଛି ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ସ୍ଥିତି । ୧୦ରୁ ଖସି ୨୪ରେ ପହଂଚିଛି । ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ବିରୋଧୀ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ଘେରିଥିବା ବେଳେ ବିଜେଡି ଦେଇଛି ଉତ୍ତର । ରାଜ୍ୟରେ ଦୟନୀୟ ଶିକ୍ଷା ବ୍ୟବସ୍ଥା । ଜାତୀୟ ସ୍ତରରେ ଓଡ଼ିଶାର ସ୍ଥାନ ୨୪ । ଶିକ୍ଷା ପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେଉନାହାନ୍ତି । ୨୩ ବର୍ଷରେ ଶିକ୍ଷାର ବିକାଶ ହୋଇନାହିଁ ।

ପିଜିଆଇ ଫାଇନାଲ ରିପୋର୍ଟ ଆସିବା ପରେ ରାଜ୍ୟ ସରକାର ମନ୍ତ୍ରୀଙ୍କୁ ବଦଳେଇଛନ୍ତି ବୋଲି ବିଜେପି ଅଭିଯୋଗ କରିଛି । ୫ଟି ଅଧୀନକୁ ଏଜୁକେସନ ଆସିବା ପରେ ବିରୋଧୀ ଭୟଭୀତ । ଓଡ଼ିଶାର ରିପୋର୍ଟ କେନ୍ଦ୍ରରେ ପରିବର୍ତ୍ତନ କରାଯାଉଛି । ବିରୋଧୀ ସ୍ଥିତି ଅନୁଧାନ କଲେ ଜାଣିପାରିବେ ପ୍ରକୃତ ବାସ୍ତବତା ବୋଲି ବିଜେଡି କହିଛି । ଓଡ଼ିଶାର ପ୍ରଗତି କେନ୍ଦ୍ର ମାପୁଛି । ଏଣେ ରାଜ୍ୟରେ ଚାଲିଛି କାଦୁଆ ଫିଙ୍ଗା ରାଜନୀତି । ବାସ୍ତବତା କ’ଣ କାହାକୁ ଅଛପା ନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼