Masthead

ବିଜେପି ବିଜେଡି ବାଡ଼ାବାଡ଼ି, ପୋଲିସ ଦ୍ୱାରା ସ୍ଥିତି ନିୟନ୍ତ୍ରଣ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ବିରୋଧୀ ଶାସକ ଦଳ ମଧ୍ୟରେ ହଟ୍ଟଗୋଳ । ପଞ୍ଚାୟତ ସମିତି ବୈଠକରେ ଉତ୍ତେଜନା । ହାତାହାତି ହେବାକୁ ପଛାଇଲେ ନାହିଁ । ପରିସ୍ଥିତି ଏମିତି ହେଲା ଶେଷରେ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲା । ଏ ଦୃଶ୍ୟ ଥିଲା ଭଦ୍ରକ ଜିଲ୍ଲା ଧାମନଗର ବ୍ଲକର ପଞ୍ଚାୟତ ସମିତି ବୈଠକରେ । ବୈଠକ ଚାଲୁଥିବା ବେଳେ ରଣକ୍ଷେତ୍ର ପାଲଟିଲା ବ୍ଲକ ସଭା ଗୃହ । ଉଭୟ ଶାସକ ଓ ବିରୋଧୀ ଦଳ ପରସ୍ପର ମଧ୍ୟରେ ହଟ୍ଟଗୋଳ କରିଥିଲେ ।

ବିଜେଡି ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ପ୍ରସଙ୍ଗ କରିଥିବା ବେଳେ ବିଜେପି ଚାରା ଦୁର୍ନୀତି ଅଭିଯୋଗ କରିଥିଲା । ବୈଠକରେ ଉପସ୍ଥିତ ଥିଲେ ଧାମନଗର ବିଧାୟକ, ବିଡିଓ, ବ୍ଲକ ଚେୟାରମ୍ୟାନ ସମେତ ବ୍ଲକର ସମସ୍ତ ପଦାଧିକାରୀ ଏବଂ ଜନ ପ୍ରତିନିଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ