Masthead

ଓଡ଼ିଶାରେ ବିଜେପି-ବିଜେଡି ଏକ ହୋଇଛନ୍ତି: ତାରାପ୍ରସାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ପ୍ରଭାବ ଓଡ଼ିଶାରେ ପଡ଼ିବାକୁ ନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରତିକ୍ରିୟା । ଓଡ଼ିଶାରେ ବିଜେଡି – ବିଜେପି ଏକ ହୋଇ ଅଛନ୍ତି। କେନ୍ଦ୍ର ବିଜେପି ଯାହା କହିବ ବିଜେଡି ତାହା କରିବ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ଓଡ଼ିଶାରେ ଯେପରି ଅସନ୍ତୋଷ କୁହୁଳୁଛି, ବିଜେପି ଯଦି ଭାଗ ଭାଗ କରିବାକୁ ଚାହିଁବ କରିଦେବ। ଅମିତ ଶାହାଙ୍କ କଥା ନ ମାନିଲେ ଓଡ଼ିଶାରେ ବିଜେପି ଭାଗ ଭାଗ କରିଦେବ। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଚଢ଼ାଉ ଆରମ୍ଭ କଲେ ଆପେ ଆପେ ବିଜେଡି ଭାଗ ହୋଇଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ