Masthead

ଓଡ଼ିଶାରେ ବିଜେପି-ବିଜେଡି ଏକ ହୋଇଛନ୍ତି: ତାରାପ୍ରସାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ପ୍ରଭାବ ଓଡ଼ିଶାରେ ପଡ଼ିବାକୁ ନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରତିକ୍ରିୟା । ଓଡ଼ିଶାରେ ବିଜେଡି – ବିଜେପି ଏକ ହୋଇ ଅଛନ୍ତି। କେନ୍ଦ୍ର ବିଜେପି ଯାହା କହିବ ବିଜେଡି ତାହା କରିବ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ଓଡ଼ିଶାରେ ଯେପରି ଅସନ୍ତୋଷ କୁହୁଳୁଛି, ବିଜେପି ଯଦି ଭାଗ ଭାଗ କରିବାକୁ ଚାହିଁବ କରିଦେବ। ଅମିତ ଶାହାଙ୍କ କଥା ନ ମାନିଲେ ଓଡ଼ିଶାରେ ବିଜେପି ଭାଗ ଭାଗ କରିଦେବ। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଚଢ଼ାଉ ଆରମ୍ଭ କଲେ ଆପେ ଆପେ ବିଜେଡି ଭାଗ ହୋଇଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ