Masthead

ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ । ବିଶାଳ ପଟୁଆରରେ ଆସି ନାମାଙ୍କନ ଭରିଛନ୍ତି । ସହରର ମୁଖ୍ୟ ରାସ୍ତା ଦେଇ ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ଛକ, ବେହେରାମାଲ ଛକ ଦେଇ ଉପଜିଲ୍ଲାପାଳ ଅଫିସରେ ପହଞ୍ଚିଥିଲା । ନିଜ ସମର୍ଥକ ମାନଙ୍କ ସହ ଆସି ନାମାଙ୍କନ ଦାଖଲ କରିଛନ୍ତି । ଦିନ ୯ଟାରେ ମନମୋହନ ସ୍କୁଲ ପଡିଆରୁ ଏକ ଦଳୀୟ ଶୋଭାଯାତ୍ରା ବାହାରିଥିଲା ।

ଏହି ଶୋଭାଯାତ୍ରାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ସୁରେଶ ପୂଜାରୀ, ସମୀର ମହାନ୍ତିଙ୍କ ପରି ଅନେକ ବରିଷ୍ଠ ନେତା ଯୋଗଦେଇଥିଲେ । ଶୋଭାଯାତ୍ରା ସମୟରେ ପ୍ରତିକ୍ରିୟା ରଖିଛନ୍ତି ଟଙ୍କଧର ତ୍ରିପାଠୀ । ସେ କହିଛନ୍ତି, ରାଜ୍ୟସରକାର ଝାରସୁଗୁଡ଼ାବାସୀଙ୍କ ପ୍ରତି ଅନ୍ୟାୟ କରିଛନ୍ତି । ଝାରସୁଗୁଡ଼ାବାସୀ ଏହାର ଜବାବ ଦେବେ । ସେପଟେ କାଲି ନାମାଙ୍କନ ଦାଖଲ କରିବେ ବିଜେଡି ପ୍ରାର୍ଥୀ ଦୀପାଲି ଦାସ । ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ପ୍ରାର୍ଥୀପତ୍ର ଦାଖଲ କରି ସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା