Masthead

ଗୁଜରାଟରୁ ପ୍ରାର୍ଥୀ ହେବେ ବିଜେପି ସଭାପତି ଜେ.ପି ନଡ୍ଡା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜପି ନଡ୍ଡା ଗୁଜରାଟରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେବେ । ସେହିଭଳି ସଦ୍ୟ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିବା ଅଶୋକ ଚୌହାନ ତାଙ୍କ ନିଜ ରାଜ୍ୟ ମହାରାଷ୍ଟ୍ରରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହୋଇଛନ୍ତି । ମେଧାକୁଲକର୍ଣ୍ଣୀଙ୍କୁ ମଧ୍ୟ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି ।

ବିଜେପି ତରଫରୁ ଜାରି କରାଯାଇଥିବା ତାଲିକାରେ ୭ ଜଣଙ୍କ ନାମ ଉଲ୍ଲେଖ ରହିଛି । ଯାହା ମଧ୍ୟରୁ ୪ ଜଣଙ୍କୁ ଗୁଜରାଟ ଓ ୩ ଜଣ ମହାରାଷ୍ଟ୍ରରୁ ପ୍ରାର୍ଥୀ ହୋଇଛନ୍ତି । ବିଜେପି ଜାରି କରିଥିବା ପ୍ରାର୍ଥୀ ତାଲିକାର ପ୍ରଥମରେ ରହିଛନ୍ତି ଜେପି ନଡ୍ଡା, ଦ୍ୱିତୀୟରେ ଗୋବିନ୍ଦଭାଇ ଢୋଲକିଆ, ତା ପରେ ମୟଙ୍କ ଭାଇ ନାୟକ, ଯଶବନ୍ତସିଂ ସଲାମସିଂହ ପରମାରଙ୍କ ସାମିଲ ଅଛି । ଏମାନେ ଗୁଜରାଟରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା