Masthead

୨ ଦିନିଆ ଓଡ଼ିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା । ଅପରାହ୍ଣ ୪ଟାରେ ଝାରସୁଗୁଡ଼ାରେ ପହଂଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପରେ ଝାରସୁଗୁଡ଼ା ବିମାନ ବନ୍ଦରରୁ ବିଜେପି କାର୍ଯ୍ୟାଳୟକୁ ଗସ୍ତ କରିବେ । ବରଗଡ଼ ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ୟ୍ୟକର୍ତ୍ତାଙ୍କ ସହ ନଡ୍ଡା ଆଲୋଚନା କରିବେ । ବୁର୍ଲାସ୍ଥିତ ଏମସିଏଲ ଗେଷ୍ଟ ହାଉସରେ ରାତ୍ରିଯାପନ କରିବେ । ଆସନ୍ତାକାଲି ଭବାନୀପାଟଣାର ମାଣିକେଶ୍ୱରୀଙ୍କୁ ଦର୍ଶନ କରିବେ । ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦିଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ମହାଜନସମ୍ପର୍କ ସମାବେଶରେ ଯୋଗଦେବେ । ଏହା ପରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା