Masthead

ଖଡଗେଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ଦାବି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଷଧର ସାପ କହିବା ପ୍ରସଙ୍ଗ । ଖଡଗେଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ଦାବି କରିଛି ବିଜେପି । ଏଥିସହ ମଲ୍ଲିକାର୍ଜୁନ ଖଡଗେଙ୍କୁ କର୍ଣ୍ଣାଟକ ନିର୍ବାଚନ ପ୍ରଚାରରୁ ଦୂରେଇ ରଖିବାକୁ ନିବ୭ାଚନ କମିଶନଙ୍କୁ ନିବେଦନ କରିଛି ବିଜେପି ।

ଖଡଗେଙ୍କ ମନ୍ତବ୍ୟ କଂଗ୍ରେସର ଘୃଣିତ ରାଜନୀତି ବୋଲି କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦନ କହିଛନ୍ତି । ଏବଂ ସେ ଜଣେ ଅଭ୍ୟାସଗତ ଅପରାଧୀ ବୋଲି କହିଛନ୍ତି ବିଜେପି ସାଧାରଣ ସମ୍ପାଦକ ତରୁଣ ଚୁଗ । କଂଗ୍ରେସ ଅଧ୍ୟକ୍ଷ କର୍ଣ୍ଣାଟକର ଏକ ନିର୍ବାଚନୀ ରାଲିରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଷଧର ସର୍ପ ସହ ତୁଳନା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା