Masthead

ଖଡଗେଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ଦାବି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଷଧର ସାପ କହିବା ପ୍ରସଙ୍ଗ । ଖଡଗେଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ଦାବି କରିଛି ବିଜେପି । ଏଥିସହ ମଲ୍ଲିକାର୍ଜୁନ ଖଡଗେଙ୍କୁ କର୍ଣ୍ଣାଟକ ନିର୍ବାଚନ ପ୍ରଚାରରୁ ଦୂରେଇ ରଖିବାକୁ ନିବ୭ାଚନ କମିଶନଙ୍କୁ ନିବେଦନ କରିଛି ବିଜେପି ।

ଖଡଗେଙ୍କ ମନ୍ତବ୍ୟ କଂଗ୍ରେସର ଘୃଣିତ ରାଜନୀତି ବୋଲି କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦନ କହିଛନ୍ତି । ଏବଂ ସେ ଜଣେ ଅଭ୍ୟାସଗତ ଅପରାଧୀ ବୋଲି କହିଛନ୍ତି ବିଜେପି ସାଧାରଣ ସମ୍ପାଦକ ତରୁଣ ଚୁଗ । କଂଗ୍ରେସ ଅଧ୍ୟକ୍ଷ କର୍ଣ୍ଣାଟକର ଏକ ନିର୍ବାଚନୀ ରାଲିରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଷଧର ସର୍ପ ସହ ତୁଳନା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’