Masthead

5-ଟି ଉପରେ ବର୍ଷିଲେ ବିରୋଧୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): 5-ଟି ଉପରେ ବର୍ଷିଲେ ବିରୋଧୀ କଂଗ୍ରେସ ଓ ବିଜେପି । କଂଗ୍ରେସ ପ୍ରଚାର କମିଟି ଅଧକ୍ଷ ବିଜୟ ପଟ୍ଟନାୟକ କହିଛନ୍ତି ସରକାର ବିଭିନ୍ନ ସମସ୍ୟାକୁ ଅଣଦେଖା କରିଚାଲିଛନ୍ତି । ତା’ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବୁ । ତେଣେ ବିଜେପି ପ୍ରଶ୍ନ କରିଛି 5-ଟି କ’ଣ? ଏହାର ଅଫିସ କେଉଁଠି? କିଏ ପରିଚାଳନା କରୁଛି? କିଏ ଉତ୍ତରଦାୟୀ? ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଇଛି ଶାସକ । ବିଜେଡି କହିଛି ୫ଟି ନାଁ ଶୁଣିଲେ ଭୟ କରୁଛନ୍ତି ବିରୋଧୀ । ରାଜ୍ୟ ହୀତରେ କାର୍ୟ୍ୟକାରୀ ହୋଉଛି 5-ଟି । ମାତ୍ର ସହ୍ୟ କରିପାରୁ ନାହାନ୍ତି ବିରୋଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ