Masthead

ବିଜେପି-କଂଗ୍ରେସ ୱାର ରୁମରୁ ବାର୍ତ୍ତା କ’ଣ?

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଯେଉଁ ସମ୍ଭାବନା ଥିଲା ତାହା ସତ ହେଲା । ମୋଦି ସରକାର ବିରୋଧରେ ଅବିଶ୍ୱାସ ପ୍ରସ୍ତାବ କାଟ୍ ଖାଇଲା । ବିରୋଧୀଙ୍କ କଥା ଥିଲା ଯେ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂସଦକୁ ଆସିବା ପାଇଁ ଚାହୁଁଥିଲେ । ଏବଂ ମଣିପୁର ସମ୍ପର୍କରେ ନିଜର ବିଚାର ରଖିବା ପାଇଁ ବାଧ୍ୟ କରୁଥିଲେ । ଏହା ସୀମିତ ଲକ୍ଷ୍ୟ କି ପର୍ଯ୍ୟାପ୍ତ ଲକ୍ଷ୍ୟ ସେ ସମ୍ପର୍କରେ ଏବେ ଚର୍ଚ୍ଚା ହେଉଛି । ଅଧିକ ରିପୋର୍ଟ ଜାଣିବ ପାଇଁ ଏହି ଲିଙ୍କକୁ କ୍ଲିକ୍ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି