Masthead

ଆଜି ବିଜେପି କୋର କମିିଟି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କିଏ ହେବ ବିଜେପିର ମଙ୍ଗୁଆଳ । ମନମୋହନ ସାମଲ ପୁଣି ସଭାପତି ହେବେ ନା ଆଉ କିଏ ? ତେବେ କିଏ ହେବ ରାଜ୍ୟ ବିଜେପିର ମଙ୍ଗୁଆଳ ଶୁକ୍ରବାର ସ୍ପଷ୍ଟ ହୋଇଯିବ ଚିତ୍ର । ଯାହାକୁ ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ କୋର୍‌ କମିଟି ବୈଠକ । ବିଚାରବିମର୍ଶ ପରେ ନିଆଯାଇପାରେ ନିଷ୍ପିିତ୍ତି । ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ଅଧ୍ୟକ୍ଷତାରେ ଦଳୀୟ କାର୍ଯ୍ୟାଳୟରେ ପୂର୍ବାହ୍ଣ ୧୧ଟାରୁ ବୈଠକ ଆରମ୍ଭ ହେବ ।

ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମେତ କୋର କମିଟିର ଅନ୍ୟ ସମସ୍ତ ସଦସ୍ୟ ଉପସ୍ଥିତ ରହିବେ । ରାଜ୍ୟର ସାଂଗଠନିକ ନିର୍ବାଚନ ଓ ଆଗାମୀ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତିକୁ ବୈଠକରେ ଗୁରୁତ୍ୱ ଦିଆଯିବ । ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଛି । ତୃଣମୂଳସ୍ତରରେ ସାଂଗଠନିକ ସ୍ଥିତି ମଜଭୁତ କରିବା ନେଇ ରଣନୀତି ମଧ୍ୟ ପ୍ରସ୍ତୁତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି