Masthead

୪୫୦ରୁ ଅଧିକ ଆସନରେ ଲଢିବ ବିଜେପି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ନିର୍ବାଚନକୁ ନେଇ ଆକ୍ସନ ମୋଡ଼ରେ ବିଜେପି । ୨୦୨୪ ନିର୍ବାଚନରେ ବିଜେପି ୨୦୧୯ର ରେକର୍ଡ ଭାଙ୍ଗିବାର ଲକ୍ଷ୍ୟ ରଖିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ଏବଂ ଜମ୍ମୁ-କଶ୍ମୀରରେ ଧାରା ୩୭୦ ରଦ୍ଦ, ଜାନୁଆରୀ ୨୨ ରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଏବଂ ଦେଶର ବିକାଶ କାର୍ଡକୁ ଆଧାର କରି ଦଳ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଛି।

ଗୋଟିଏ ପଟେ କଂଗ୍ରେସ ପାର୍ଟି ନେତୃତ୍ୱାଧିନ ଇଣ୍ଡିଆର ସହଯୋଗୀ ଦଳ ପ୍ରାୟ ୩୦୦ ଟି ଆସନରେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଥିବାବେଳେ ୨୦୨୪ରେ ବିଜେପି ୪୫୦ରୁ ଅଧିକ ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା କରିଛି। ୨୦୧୯ ନିର୍ବାଚନ ଫଳାଫଳରେ ବିଜେପି ୩୦୩ ଟି ଆସନ ଜିତିଥିଲା। ୨୦୧୯ ଲୋକସଭା ନିର୍ବାଚନରେ ବିଜେପି ୪୩୬ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରି ୩୦୩ ଟି ଆସନ ଜିତିଥିଲା । ୩୭.୭ପ୍ରତିଶତ ଭୋଟ ପାଇ ୨୨.୯ କୋଟି ଭୋଟ ହାସଲ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା