Masthead

ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀଙ୍କ ନାଁ ଘୋଷଣା କଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସବୁ ଚର୍ଚ୍ଚାର ଅନ୍ତ ଘଟିଲା। ପୁଣି ରାଜ୍ୟସଭା ପ୍ରାର୍ଥୀ ହେଲେ ଅଶ୍ୱିନୀ ବୈଷ୍ଣବ। ଆଜି ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଛି ବିଜେପି। ରାଜ୍ୟରେ ଖାଲି ପଡ଼ିଥିବା ୩ଟି ରାଜ୍ୟସଭା ଆସନ ମଧ୍ୟରୁ ୨ଟି ପାଇଁ ବିଜେଡି ସୋମବାର ନିଜର ପ୍ରାର୍ଥୀ ଘୋଷଣା କରିଥିଲା। କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ ବିଜେଡି ଉପସଭାପତି ପୁରୀର ଶୁଭାଶିଷ ଖୁଣ୍ଟିଆଙ୍କୁ ଦଳ ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ କରିଥିଲା। ଗତକାଲି ମଧ୍ୟ ଦେବାଶିଷ ଓ ଶୁଭାଶିଷ ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା