Masthead

ଶ୍ରମମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେପି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଇସ୍ତଫା ଦାବି କଲା ବିଜେପି। ମା’ କୁ ସମ୍ମାନ ଦେବା କଥା କହୁଥିବା ମୁଖ୍ୟମନ୍ତ୍ରୀ କ’ଣ ପାଇଁ ଏ ଘଟଣାରେ ଚୁପ୍ ବୋଲି ପ୍ରଶ୍ନ ଉଠାଇଛି ବିଜେପି । ପୀଡ଼ିତା ସଞ୍ଜୁକ୍ତାଙ୍କ ଜୀବନ ପ୍ରତି ବିପଦ ରହିଛି ତାଙ୍କୁ ସୁରକ୍ଷା ଦେବାକୁ ଦାବି କରିଛି ବିଜେପି। ମହିଳାମାନେ ଆଜି ନିଜ ସୁରକ୍ଷା ପାଇଁ ଆର୍ତ୍ତ ଚିତ୍କାର କରୁଛନ୍ତି । ନିଜ ଦଳର ନେତ୍ରୀଙ୍କୁ କେମିତି ସୁରକ୍ଷା ଦେବେ ମୁଖ୍ୟମନ୍ତ୍ରୀ କୁହନ୍ତୁ । ଏଫଆଇଆର ଦେବା ପରେ ବି ପୋଲିସ ମୁହଁ ଚୁପ । ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ । ଯଦି ଘଟଣାକୁ ଚାପିଦେବାକୁ ଚେଷ୍ଟା କରିବେ ତାହେଲେ ବିଜେପି ରାଜରାସ୍ତାକୁ ଓହ୍ଲାଇ ଆନେ୍ଦାଳନ କରିବ ବୋଲି ଚେତାବନୀ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ