Masthead

ଯଦି ନୈତିକତା ଓ ସ୍ପଷ୍ଟତା ଚାହୁଁଛନ୍ତି ରାଜ୍ୟ ସରକାର ସିବିଆଇ ତଦନ୍ତ କରନ୍ତୁ : ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଏସଏସସି ପ୍ରଶ୍ନ ପତ୍ର ଲିକ୍ ମାମଲାରେ ସିବିଆଇ ତଦନ୍ତ ଦାବି କଲା ବିଜେପି । ସରକାର ଓଏସଏସସି ନିଯୁକ୍ତି ଦୁର୍ନୀତିକୁ ସିବିଆଇକୁ ହସ୍ତାନ୍ତର କରନ୍ତୁ । ଯଦି ନୈତିକତା ଓ ସ୍ପଷ୍ଟତା ଚାହୁଁଛନ୍ତି ରାଜ୍ୟ ସରକାର ଏହା କରନ୍ତୁ । ନିଜ ଛବି ସୁଧାରିବା ଓ ସାଧାରଣ ଛାତ୍ରଛାତ୍ରୀଙ୍କୁ ନ୍ୟାୟ ଦେବାକୁ ଚାହୁଁଛନ୍ତି, ତେବେ ଏହା କରନ୍ତୁ ।

ଯଦି ନ କରିବେ ଆମେ ବାଧ୍ୟ ହୋଇ ବିକଳ୍ପ ଚିନ୍ତା କରିବୁ । ସିବିଆଇ ତଦନ୍ତ କେମିତି କରିବ, ଆମେ ପଦକ୍ଷେପ ନେବୁ । ସରକାର କାଳ ବିଳମ୍ବ ନ କରି ତଦନ୍ତ ଭାର ସିବିଆଇକୁ ଦେଉ ବୋଲି ଦାବି କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି