Masthead

ଏନଆଇଏ ଦ୍ୱାରା ତଦନ୍ତକରିବାକୁ ବିଜେପି ଦାବି

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):  ସମ୍ବଲପୁର  ଘଟଣାର ଏନଆଇଏ ଦ୍ୱାରା ତଦନ୍ତ କରିବାକୁ ବିଜେପି ଦାବି କରିଛି । କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ବିଜେପି ଲେଖିଥିବା ଚିଠିରେ ଉଲ୍ଲେଖ କରାଯାଇଛି, ସମ୍ବଲପୁର ସହରରେ ସଂଘବଦ୍ଧ ଆକ୍ରମଣରୁ ବହୁ ସଂଖ୍ୟାରେ ସାଧାରଣ ଜନତାଙ୍କ ସମେତ ପୋଲିସ ମଧ୍ୟ ଗୁରୁତର ହୋଇଛନ୍ତି । ବ୍ୟାପକ ମାତ୍ରାରେ ଦୋକାନ ବଜାର, ଯାନବାହନ, ସରକାରୀ ଓ ବେସରକାରୀ ସମ୍ପତି ପୋଡି ଦିଆଯାଇଛି । ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ଏବଂ ସାଂପ୍ରଦାୟୀକ ଗଣ୍ଡଗୋଳରୁ ହିଂସାକାଣ୍ଡ ଘଟିଥିଲା । ଏହି ଘଟଣାର ନିରପେକ୍ଷ ତଦନ୍ତ ଏନଆଇଏ ଦ୍ୱାରା କରାଯାଇ ଷଡଯନ୍ତ୍ରକାରୀଙ୍କ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଜେପି ରାଜ୍ୟ ସାଭାପତି ମନମୋହନ ସାମଲ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା