Masthead

ବିଜେପି ଦଳରୁ ହିମାଂଶୁ ଶେଖର ସାହୁଙ୍କୁ ବହିଷ୍କାର

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ବିଜେପି ଦଳରୁ ହିମାଂଶୁ ଶେଖର ସାହୁଙ୍କୁ ବହିଷ୍କାର । ଦଳବିରୋଧି କାର୍ଯ୍ୟ ଓ ଦଳୀୟ ଅନୁଶାସନ ଭଙ୍ଗ ଅଭିଯୋଗରେ ବିଜେପିରୁ ବହିଷ୍କାର ହୋଇଛନ୍ତି ହିମାଂଶୁ । ଦଳ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶରେ ଦଳରୁ ବହିଷ୍କାର ସୂଚନା ମିଳିଛି। ହିଂମାଂଶୁ ଦଳରୁ ଟିକେଟ୍‌ ନ ମିଳିବାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଧର୍ମଶାଳାରୁ ଲଢ଼ୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ