Masthead

ବିଜେପି ଧୋକାବାଜ: ଅଖିଲେଶ ଯାଦବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପି ଲୋକଙ୍କ ସହ ପ୍ରତାରଣା କରୁଛି । କିଛ ଏଭଳି ପ୍ରତିକ୍ରିୟା ରଖିଛନ୍ତି ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଲେଶ ଯାଦବ । ମିଶନ ୨୦୨୪ ଜିତିବା ଆରମ୍ଭ ହୋଇଛି ଅଙ୍କ କଷାକଷି । ସମାଜବାଦୀ ପାର୍ଟିର ସୁପ୍ରିମୋ ଅଖିଳେଶ ଯାଦବ ନବରାତ୍ରିରେ ୨୦ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ଉତ୍ତରପ୍ରଦେଶରୁ ୮୦ଟି ଲୋକ ସଭା ଆସନ ଜିତିବାର ଲକ୍ଷ୍ୟ ରଖିଛନ୍ତି ।

ଅଖିଳେଶ ଯାଦବ ବିଜେପିକୁ ଟାର୍ଗେଟ୍‌ କରି କହିଛନ୍ତି ଯେ, ସାଧାରଣ ଭୋଟର ଅନୁଭବ କରୁଛନ୍ତି ଯେ ବିଜେପି ଗଣତନ୍ତ୍ର ଏବଂ ସମ୍ବିଧାନକୁ ନଷ୍ଟ କରିଛି। ବିଜେପି ଲୋକଙ୍କ ସହ ପ୍ରତାରଣା କରିଛି। ବିଜେପି ଧୋକାବାଜ୍‌। ତେଣୁ ବିଜେପିକୁ ଆଗାମୀ ନିର୍ବାଚନରେ ପରାସ୍ତ କରିବାକୁ ମିଳିତ ମେଣ୍ଟ ‘ଇଣ୍ଡିଆ’ର ସମସ୍ତ ଦଳ ଏକାଠି ରହିବାକୁ ମନସ୍ଥ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ