Masthead

ଆଦର୍ଶ ଆଚରଣ ବିଧି ଉଲଙ୍ଘନ କଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଆଦର୍ଶ ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ ଅଭିଯୋଗ କଲା ବିଜେଡି । ପ୍ରଚାର ସମୟ ପରେ ମଧ୍ୟ ରାତି ଗୋଟାଏ ସମୟରେ ଝାରସୁଗୁଡା ଲଳିତ ହେରିଟେଜ ସାମ୍ନା ସାମସଙ୍ଗ ଛକରେ ସମର୍ଥକଙ୍କୁ ଧରି ପ୍ରଚାର କରୁଥିବା ଭିଡିଓ ହସ୍ତଗତ କରିଛି ବିଜେଡି ।

ଯାହାକୁ ଆଜି ବିଜେଡି ପକ୍ଷରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଦାଖଲ କରାଯାଇଛି । ପୂର୍ବରୁ ମଧ୍ୟ ଟଙ୍କଧର ଓ ଅନ୍ୟ ବିଜେପି ନେତା ହିଂସା କରି ଉପନିର୍ବାଚନକୁ ପ୍ରଭାବିତ କରିବାକୁ ଚେଷ୍ଟା କରିଥିଲେ । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଅବାଧ ଓ ନିରପେକ୍ଷ ନିର୍ବାଚନ ଦାବି କରିଛି ବିଜେଡି ପ୍ରତିନିଧି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି