Masthead

‘ବିଜେପି ଆପଣାଉଛି ଦୋମୁହାଁ ନୀତି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପି ଆପଣାଉଛି ଦୋମୁହାଁ ନୀତି । ରଣଦୀପ ସୂର୍ଯେୱାଲା କରିଛନ୍ତି ଅଭିଯୋଗ । ବରିଷ୍ଠ କଂଗ୍ରେସ ନେତା ରଣଦୀପ ସୂର୍ଯେୱାଲା ଟ୍ୱିଟ କରିି ଓଡ଼ିଶାର ମମିତା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଅଟେ ବୋଲି ଦର୍ଶାଇଛନ୍ତି । ଏଥିରେ ରାଜ୍ୟ ଗୃହମନ୍ତ୍ରୀଙ୍କ ଭୂମିକା ସନ୍ଦେହରେ ରହିଛି । ୨ ମାମଲାରେ ବିଜେପି ୨ ଭାଷା କହୁଛି ।

ଜଗନ୍ନାଥଙ୍କ ଭୂମି ହତ୍ୟାକାରୀଙ୍କ ହାତରେ । ନବୀନ ସରକାର ସେମାନଙ୍କୁ ଟେକି ଦେଇଛନ୍ତି । ଆଜି ବଲାଙ୍ଗିରରେ ମମିତା ପରିବାରକୁ ଭେଟିବୁ । ସରକାରଙ୍କ ନିକଟରେ ନ୍ୟାୟ ଦାବି କରିବୁ । ସେପଟେ ଲଖିମପୁର ଖେରୀ ଘଟଣା ଅତ୍ୟନ୍ତ ନିନ୍ଦନୀୟ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ସିଧା ଭୂମିକା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ