Masthead

‘ବିଜେପି ଆପଣାଉଛି ଦୋମୁହାଁ ନୀତି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପି ଆପଣାଉଛି ଦୋମୁହାଁ ନୀତି । ରଣଦୀପ ସୂର୍ଯେୱାଲା କରିଛନ୍ତି ଅଭିଯୋଗ । ବରିଷ୍ଠ କଂଗ୍ରେସ ନେତା ରଣଦୀପ ସୂର୍ଯେୱାଲା ଟ୍ୱିଟ କରିି ଓଡ଼ିଶାର ମମିତା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଅଟେ ବୋଲି ଦର୍ଶାଇଛନ୍ତି । ଏଥିରେ ରାଜ୍ୟ ଗୃହମନ୍ତ୍ରୀଙ୍କ ଭୂମିକା ସନ୍ଦେହରେ ରହିଛି । ୨ ମାମଲାରେ ବିଜେପି ୨ ଭାଷା କହୁଛି ।

ଜଗନ୍ନାଥଙ୍କ ଭୂମି ହତ୍ୟାକାରୀଙ୍କ ହାତରେ । ନବୀନ ସରକାର ସେମାନଙ୍କୁ ଟେକି ଦେଇଛନ୍ତି । ଆଜି ବଲାଙ୍ଗିରରେ ମମିତା ପରିବାରକୁ ଭେଟିବୁ । ସରକାରଙ୍କ ନିକଟରେ ନ୍ୟାୟ ଦାବି କରିବୁ । ସେପଟେ ଲଖିମପୁର ଖେରୀ ଘଟଣା ଅତ୍ୟନ୍ତ ନିନ୍ଦନୀୟ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ସିଧା ଭୂମିକା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ !