Masthead

ଜନତାଙ୍କ ସେବା ପାଇଁ ବିଜେପି ସମର୍ପିତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । । ଭୁବନେଶ୍ୱର ବିମନ ବନ୍ଦରରେ ପହଞ୍ଚିବା ପରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଥିଲା ।ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଅନୁରାଗ ଠାକୁର । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁରାଗ ଠାକୁର କରିଛନ୍ତି ପ୍ରେସମିଟ ।

ସେ କହିଛନ୍ତି, ଗରିବ ମାନଙ୍କର କଲ୍ୟାଣ ପାଇଁ କେନ୍ଦ୍ର ସରକାର ସବୁ ଯୋଜନା କରୁଛନ୍ତି । ଏନଡିଏ ସମୟରେ ଓଡ଼ିଶାକୁ ଅଧିକ ଅନୁଦାନ ମିଳିଛି । ପ୍ରଧାନ ମନ୍ତ୍ରୀ ମହିଳାଙ୍କ ଜୀବନରେ ଅନେକ ପରିବର୍ତ୍ତନ ଆଣିଛନ୍ତି । ଏହା ପରେ ସେ ଉକôଳ ବିଶ୍ୱବିଦ୍ୟାଳୟରେ ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ