Masthead

ହାତ ଛାଡିଥିଲେ, ପଦ୍ମ ଧରିଲେ ପୂର୍ବତନ ବିଧାୟକ ନିହାର ମହାନନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭାରତୀୟ ଜନତା ଦଳରେ ମିଶିଲେ ପୂର୍ବତନ ବରଗଡ କଂଗ୍ରେସ ସଭାପତି ତଥା ଅତାବିରାର ପୂର୍ବତନ ବିଧାୟକ ନିହାର ମହାନନ୍ଦ । ନିଜର ଏକାଧିକ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି ।

 

ବିଜେପି ପାର୍ଟି ରାଜ୍ୟ କାର୍ୟ୍ୟାଳୟରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଓ ପୂର୍ବତନ ସଭାପତି ସମୀର ରଞ୍ଜନ ମହାନ୍ତିଙ୍କ ସମେତ ଅନ୍ୟ ଦଳୀୟ ନେତାଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି ନିହାର ଓ ତାଙ୍କ ସମର୍ଥକ । ପୂର୍ବରୁ ନିହାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫା ପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ପ୍ରମୁଖଙ୍କ ନିକଟକୁ ପଠାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ