Masthead

ହାତ ଛାଡିଥିଲେ, ପଦ୍ମ ଧରିଲେ ପୂର୍ବତନ ବିଧାୟକ ନିହାର ମହାନନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭାରତୀୟ ଜନତା ଦଳରେ ମିଶିଲେ ପୂର୍ବତନ ବରଗଡ କଂଗ୍ରେସ ସଭାପତି ତଥା ଅତାବିରାର ପୂର୍ବତନ ବିଧାୟକ ନିହାର ମହାନନ୍ଦ । ନିଜର ଏକାଧିକ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି ।

 

ବିଜେପି ପାର୍ଟି ରାଜ୍ୟ କାର୍ୟ୍ୟାଳୟରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଓ ପୂର୍ବତନ ସଭାପତି ସମୀର ରଞ୍ଜନ ମହାନ୍ତିଙ୍କ ସମେତ ଅନ୍ୟ ଦଳୀୟ ନେତାଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି ନିହାର ଓ ତାଙ୍କ ସମର୍ଥକ । ପୂର୍ବରୁ ନିହାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫା ପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ପ୍ରମୁଖଙ୍କ ନିକଟକୁ ପଠାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା