Masthead

‘ସାହସ ଅଛି ଯଦି ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରନ୍ତୁ’

କୋଲକାତା (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗର ବିଜେପି ନେତ୍ରୀ ଅଗ୍ନିମିତ୍ରା ପାଲ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା ଟିଏମସି ସାଂସଦ ମୁଖ୍ୟ ମମତା ବାନାର୍ଜୀଙ୍କୁ ବାରାଣାସୀ ଲୋକସଭା ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପ୍ରତିଦ୍ୱନ୍ଦିତା କରିବା ପାଇଁ ଆହ୍ୱାନ ଦେଇଛନ୍ତି । ଏହା ପରେ ଅଗ୍ନିମିତ୍ରା ପାଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଶୁକ୍ରବାର ଅଗ୍ନିମିତ୍ରା କହିଛନ୍ତି, ‘ମମତା ବାନାର୍ଜୀଙ୍କର ଯଦି ସାହସ ଅଛି ତେବେ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ଥାନରେ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରନ୍ତୁ । ଆପଣ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଛନ୍ତି ? ଜଣେ ମୁଖ୍ୟମନ୍ତ୍ରୀ ହୋଇ ପ୍ରଧାନମନ୍ତ୍ରୀଙ୍କ ସହ ମୁକାବିଲା କରିବେ ? ଦେଖିବା କେତେ ସାହସ ଅଛି ?’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା