Masthead

ବରିଷ୍ଠ ବିଜେପି ନେତାଙ୍କ ପରଲୋକ

ହିନ୍ଦୋଳ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏନଏସି ଅନ୍ତର୍ଗତ ୪ ନମ୍ବର ୱାର୍ଡର ବରିଷ୍ଠ ବିଜେପି ନେତା ଲଷ୍ମୀଧର ବେହେରାଙ୍କର ୧୬ ତାରିଖ ମଧ୍ୟରାତ୍ରରେ ଦେହାନ୍ତ ଘଟିଛି । ତାଙ୍କ ଦେହାନ୍ତରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ବେହେରା ହିନ୍ଦୋଳ ବିଧାନସଭା ଆସନରୁ ବିଜେପି ଟିକେଟରେ ଦୁଇଥର ନିର୍ବାଚନ ଲଢ଼ିଥିଲେ । ଏବେ ସେ ଜିଲ୍ଲା ସାଧାରଣ ସମ୍ପାଦକ ଦାୟିତ୍ୱରେ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ