Masthead

ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ବିଜେପିର ନିମନ୍ତ୍ରଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ବିଜେପିର ନିମନ୍ତ୍ରଣ । ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଲେ ବିଜେପିର ୫ ବରିଷ୍ଠ ନେତା । ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିବାସରେ ପହଞ୍ଚିଥିଲେ । ଆସନ୍ତାକାଲି ବିଜେପିର ଶପଥ ସମାରୋହ ହେବ । ଭୁବନେଶ୍ୱରର ଜନତା ମୈଦାନରେ ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ତେବେ ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଅନ୍ୟ ଜାତୀୟ ସ୍ତରର ନେତା ବି ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି