Masthead

ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ। ଗତ ୨୧ ତାରିଖରେ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ।

ବର୍ତ୍ତମାନ ବିଜେପିର ମମତା ମହାନ୍ତ ଜଣେମାତ୍ର ପ୍ରାର୍ଥୀ ଭାବେ ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ରାଜ୍ୟ ସଭା ପାଇଁ ମମତାଙ୍କ ନାଁ ବିଜେପି ଘୋଷଣା କରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ମମତା ନାମାଙ୍କନ ଦାଖଲ କରିଥିଲେ। ହେଲେ ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ