Masthead

ବିଜେପି ନେତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲେ ମାଓବାଦୀ

ଛତିଶଗଡ଼(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ର ବିଜାପୁରରେ ଘଟିଛି ଲୋମହର୍ଷଣକାରୀ ଘଟଣା। ବିଜେପି ନେତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ । ବିବାହ କାର୍ୟ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ନିର୍ମମ ହତ୍ୟା । ମୃତକ ତିରୁପତି କୋଟଲା ସ୍ଥାନୀୟ ଅଞ୍ଚଳର ବିଜେପି ନେତା ।

ଏହି ଘଟଣା ଗତ ରାତିରେ ତୋୟନାର ଗାଁରେ ଘଟିଛି। ଉକ୍ତ ଗାଁରେ ହେଉଥିବା ଏକ ବିବାହ ଉତ୍ସବରେ ତିରୁପତି କଟଲା ଯୋଗ ଦେଇଥିଲେ। ମାତ୍ର ବିବାହ ଉତ୍ସବରୁ ସେ ବାହାରକୁ ଆସିଥିବା ବେଳେ ପୂର୍ବରୁ ଜଗି ରହିଥିବା ନକ୍ସଲମାନେ ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ବିଜାପୁର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା