Masthead

ବିଜେପି ନେତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲେ ମାଓବାଦୀ

ଛତିଶଗଡ଼(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ର ବିଜାପୁରରେ ଘଟିଛି ଲୋମହର୍ଷଣକାରୀ ଘଟଣା। ବିଜେପି ନେତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ । ବିବାହ କାର୍ୟ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ନିର୍ମମ ହତ୍ୟା । ମୃତକ ତିରୁପତି କୋଟଲା ସ୍ଥାନୀୟ ଅଞ୍ଚଳର ବିଜେପି ନେତା ।

ଏହି ଘଟଣା ଗତ ରାତିରେ ତୋୟନାର ଗାଁରେ ଘଟିଛି। ଉକ୍ତ ଗାଁରେ ହେଉଥିବା ଏକ ବିବାହ ଉତ୍ସବରେ ତିରୁପତି କଟଲା ଯୋଗ ଦେଇଥିଲେ। ମାତ୍ର ବିବାହ ଉତ୍ସବରୁ ସେ ବାହାରକୁ ଆସିଥିବା ବେଳେ ପୂର୍ବରୁ ଜଗି ରହିଥିବା ନକ୍ସଲମାନେ ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ବିଜାପୁର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ